April 21, 2025

ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: କୋଭିଡ୍-୧୯ ର ସମ୍ଭାବ୍ୟ ତୃତୀୟ ଲହର ପ୍ରତିରୋଧ ନିମନ୍ତେ ପୂର୍ଣ୍ଣ ପ୍ରସ୍ତୁତ ଓ ସକ୍ରିୟ ରହିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସବୁ ଜିଲ୍ଲାର ଜିଲ୍ଲାପାଳ, ଏସ୍.ପି. ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ଲୋକସେବା ଭବନରୁ ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ସିଧାସଳଖ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia