April 20, 2025

ସମ୍ଭାବ୍ୟ ବନ୍ୟା ପାଇଁ ରାଜ୍ୟରେ ମୁତୟନ ହେଲେ NDRF ଟିମ୍‌

ଭୁବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ମୁତୟନ କରାଯାଇଛି ୬ଟି ଏନଡିଆରଏଫ୍‌ ଟିମ୍ । ରାଜ୍ୟ ସରକାରଙ୍କ ଅନୁରୋଧ ପରେ ମୁଣ୍ଡଳୀ ସେଣ୍ଟରରୁ ଏହି ଟିମ୍‌ ପଠାଯାଇଛି । ଯବାନମାନେ ରିଲିଫ୍, ଉଦ୍ଧାର ଓ ଥଇଥାନ କାମରେ ନିୟୋଜିତ ହେବେ । କଟକ, କେନ୍ଦ୍ରାପଡା, ଯାଜପୁର, ପୁରୀ, ଭଦ୍ରକ ଓ ବାଲେଶ୍ୱରରେ ଗୋଟିଏ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia