April 24, 2025

ସମ୍ଭାବ୍ୟ ବାତ୍ୟା ପାଇଁ ସନ୍ଧ୍ୟାରେ ମୁଖ୍ୟ ଶାସନ କରିବେ ସମୀକ୍ଷା ବୈଠକ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ଆଜି ସୃଷ୍ଟି ହୋଇଛି ଲଘୁଚାପ । ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ସକ୍ରିୟ ଲଘୁଚାପ ଲଘୁଚାପ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ଓ ତତସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଏକ ଅବପାତର ରୂପ ନେବ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia