April 21, 2025

ସିବିଆଇ କୋର୍ଟରୁ କାର୍ତ୍ତି ଚିଦାମ୍ବରମଙ୍କୁ ବଡ ଝଟକା, ଭିସା ସ୍କାମ ମାମଲାରେ ଆଗୁଆ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ : ଶୁକ୍ରବାର ଦିନ କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମଙ୍କୁ ସିବିଆଇ କୋର୍ଟ ଏକ ବଡ ଝଟକା ଦେଇଛନ୍ତି । ଭିସା ସ୍କାମ ସହ ଜଡିତ ମନି ଲଣ୍ଡରିଂ ମାମଲାରେ କାର୍ତ୍ତି ଚିଦାମ୍ବରମଙ୍କ ଆଗୁଆ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି । ଗତ ସପ୍ତାହରେ ଯୁକ୍ତି ଶୁଣିବା ପରେ କୋର୍ଟ ଏହାର ଆଦେଶ ସଂରକ୍ଷିତ ରଖିଥିଲେ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia