April 22, 2025

ସୃଷ୍ଟି ହେଲା ଲଘୁଚାପ, ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ସମ୍ଭାବନା ରହିଛି

ଭୁବନେଶ୍ୱର: ସୁଦୃଶଃ ଲଘୁଚାପ କ୍ଷେତ୍ର ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ।  ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ଏନେଇ ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia