April 22, 2025

ସ୍କୁଲ ରୂପାନ୍ତରଣର: ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ 445 ସ୍କୁଲ ରୂପାନ୍ତରିତ

ଭୁବନେଶ୍ୱର: ସ୍କୁଲ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକରାତ୍ମକ ପ୍ରଭାବ ପକାଇଛି । ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବା ଆମ ପାଇଁ ଆଗ ଅପେକ୍ଷା ବହୁତ ସହଜ ହୋଇଛି। ଇଣ୍ଟରନେଟ ଜରିଆରେ ସବୁ ବିଷୟରେ ଆମେ ତୁରନ୍ତ ତଥ୍ୟ ପାଇପାରୁଛୁ। ଏହାଦ୍ବାରା ପଢିବାରେ ଆମର ଆଗ୍ରହ ବଢିବା ସହିତ ଆମର ଆତ୍ମବିଶ୍ବାସ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia