April 24, 2025

ସ୍ନାନବେଦୀରେ ମହାସ୍ନାନ କଲେ ଶ୍ରୀଜିଉ, ଏବେ ହେବ ଗଜ ବେଶ

ପୁରୀ: ସ୍ନାନବେଦୀରେ ମହାସ୍ନାନ କଲେ ଶ୍ରୀଜିଉ । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କଲେ ମହାପ୍ରଭୁ ଜଗନ୍ନାଥ, ବଡଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରା । ଧାଡ଼ି ପହଣ୍ଡିରେ ଆସି ଆଜି ସ୍ନାନମଣ୍ଡପରେ ବିଜେ କରିଥିଲେ ଶ୍ରୀଜିଉ । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ଶ୍ରୀବଳଭଦ୍ର ବିଜେ କରିଥିଲେ । ଧାଡ଼ିପହଣ୍ଡିରେ ଦେବୀ ସୁଭଦ୍ରା, ଶେଷରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia