April 21, 2025

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା କେନ୍ଦୁଝର ଜିଲ୍ଲା, ଜିଲ୍ଲାର ୪ ଲକ୍ଷ ୨୦ ହଜାର ପରିବାର ପାଇବେ ସୁବିଧା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୪.୨୦ ଲକ୍ଷ ପରିବାରଏହି ସୁବିଧା ପାଇବେ । କେନ୍ଦୁଝର ସହିତ ରାଜ୍ୟର ୧୩ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia