April 22, 2025

ହଜାରିବାଗ ତୀର୍ଥଯାତ୍ରୀ ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଲେଖାଏଁ ସହାୟତା

ଭୁବନେଶ୍ୱର: ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia