April 20, 2025

ହାଇସ୍କୁଲ ରୂପାନ୍ତରୀକରଣ: ୮୮୯ ସ୍କୁଲ ପାଇଁ ୫୩୩ କୋଟି ୪୦ ଲକ୍ଷ ଟଙ୍କାର ନୂତନ ପ୍ରକଳ୍ପ ଅନୁମୋଦନ

ହାଇସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଅଧୀନରେ ନୂତନ ଭାବେ ୮୮୯ ସ୍କୁଲ ପାଇଁ ୫୩୩ କୋଟି ୪୦ ଲକ୍ଷ ଟଙ୍କାର ନୂତନ ପ୍ରକଳ୍ପ ଅନୁମୋଦନ ଲାଭ କରିଛି । ଓଡ଼ିଶା ମିନେରାଲ୍ ବିୟରିଙ୍ଗ୍ ଏରିଆ ଡେଭେଲପମେଣ୍ଟ କର୍ପୋରେସନ ଫଣ୍ଡରୁ ଏହା ଖର୍ଚ୍ଚ ହେବ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର, ଅର୍ଥ ବିଭାଗ ପ୍ରମୁଖ ଶାସନ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia