April 29, 2025

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ସରକାର ନେବେ ନାହିଁ ଟଙ୍କା

ଭୁବନେଶ୍ୱର: ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଥିବା ବେଳେ ବିଧାନସଭାରେ ମଧ୍ୟ ଏହି ପ୍ରସଙ୍ଗ ଉଠିଛି । ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ କିଛି ପ୍ରଶ୍ନ ପଚାରିଥିଲେ । ଯାହାର ଲିଖିତ ଉତ୍ତର ରଖିଥିଲେ ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia