April 22, 2025

ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କ ଫେରିବା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ଋଷ-ୟୁକ୍ରେନ ମଧ୍ୟରେ ଦୁଇ ଦିନ ଧରି ଜାରି ରହିଛି ଯୁଦ୍ଧ । ଗତକାଲି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଯୁଦ୍ଧ ନେଇ ଘୋଷଣା କରିବା ପରେ ୟୁକ୍ରେନ ଉପରେ ଜୋରଦାର ଆକ୍ରମଣ କରିଛି ଋଷ । ତେବେ ୟୁକ୍ରେନରେ ଯୁଦ୍ଧ ଫଳରେ ସେଠାରେ ୧୬ ହଜାର ଭାରତୀୟ ନାଗରିକ ଫସି ରହିଛନ୍ତି । ୟୁକ୍ରେନରେ ବହୁ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia