April 22, 2025

୧୦ ହଜାର ତଳକୁ ଖସୁନି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ୨୯୩୪ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୪ ଦିନ ଧରି ୧୦ ହଜାର ଟ୍ରେଣ୍ତରେ ରହିଛି ଦୈନିକ କରୋନା ସଂକ୍ରମଣ । ଆଜି ରାଜ୍ୟରେ ଦିନକରେ ୧୦,୪୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ତୁଳନାରେ ଆଜି କମିଛି ଦୈନିକ କରୋନା ସଂକ୍ରମଣ । ସେହିପରି ଗତକାଲି ତୁଳନାରେ ରାଜ୍ୟରେ ଟେଷ୍ଟିଂ ସଂଖ୍ୟା ମଧ୍ୟ କମିଛି । ଶୂନରୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia