April 22, 2025

୧୧ ରୁ ୧୪ ବର୍ଷା ସମ୍ଭାବନା: ଅମଳ ଫସଲକୁ ସୁରକ୍ଷିତ ରଖିବାକୁ ପରାମର୍ଶ ଦେଲେ ଏସଆରସି

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ୧୧ ରୁ ୧୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣି ପାଗ ବିଭାଗ । ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦେଇ ସତର୍କ କରାଯାଇଛି । ୧୧ ତାରିଖରେ ଘଡ଼ଘଡ଼ି ସହ ବର୍ଷା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia