April 22, 2025

୨୦୨୪ ସାଧାରଣ ନିର୍ବାଚନ ଲଢିବେନି ପ୍ରସାଦ ହରିଚନ୍ଦନ

ପୁରୀ: ଚଳିତ ପଞ୍ଚାୟତ ନିର୍ବାଚନରେ ସତ୍ୟବାଦୀରେ କଂଗ୍ରେସ କୌଣସି ଜିଲ୍ଲା ପରିଷଦ ପ୍ରାର୍ଥୀ ଦେଇନଥିବା ବେଳେ ଏଥିପାଇଁ ସ୍ଥାନୀୟ ନେତା ତଥା ପୂର୍ବତନ ବିଧାୟକ ପ୍ରସାଦ ହରିଚନ୍ଦନ ଦାୟୀ ଚର୍ଚ୍ଚା ହେଉଥିଲା । ଏପରିକି ସତ୍ୟବାଦୀ କଂଗ୍ରେସ ଶୂନ୍ୟ ହେବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା ସେନେଇ ସାମ୍ବାଦିକ ସମ୍ମଳନୀରେ ମୁହଁ ଖୋଲିଛନ୍ତି ପ୍ରସାଦ ହରିଚନ୍ଦନ ।

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia