April 23, 2025

୨୩ ଓ ୨୪ରେ ପ୍ରବଳରୁ ଅତିପ୍ରବଳ ବର୍ଷା, ୬୦-୭୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: ଓଡ଼ିଶା ଛୁଇଁବନି ବାତ୍ୟା ‘ସିତ୍ରାଙ୍ଗ’ । ଓଡ଼ିଶା ଉପକୂଳରୁ କିଛି ଦୂରରେ ଘସି ହୋଇ ଚାଲିଯିବ । ହେଲେ ବାତ୍ୟା ପ୍ରଭାବରେ ଅକ୍ଟୋବର ୨୩ ଓ ୨୪ରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଉପକୂଳ ଓଡ଼ିଶାରେ ପବନ ବହିବାର ସମ୍ଭାବନା ଥିବା ଆଜି ଅପରାହ୍ନ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia