April 21, 2025

୨୪ ଘଣ୍ଟାରେ ୨୦ ଜିଲ୍ଲାରୁ ୨୬୨ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରୁ ୨୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୫୩ କ୍ୱାରେଣ୍ଟାଇନ୍‌ ଓ ୧୦୯ ଲୋକାଲ୍‌ କେସ୍‌ ରହିଛି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୨ ଜଣ ପଜିଟିଭ ରହିଛନ୍ତି । ଖୋର୍ଦ୍ଧା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia