April 20, 2025

୨୪ ଘଣ୍ଟାରେ ୪୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୬ ମୃତ

ଭୁବନେଶ୍ବର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୪୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୯ ଜଣଙ୍କ ବୟସ ୧୮ ବର୍ଷରୁ କମ । ସେହିପରି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia