April 21, 2025

୨୫୦୦ ଗ୍ରାମ ପଞ୍ଚାୟତରେ ସପ୍ତାହବ୍ୟାପୀ “ଓଡ଼ିଶା ପୁଷ୍ଟି ମହୋତ୍ସବ’ ଅନୁଷ୍ଠିତ

ଭୁବନେଶ୍ବର: ଗ୍ରାମୀଣ ଓଡ଼ିଶାରେ ପୁଷ୍ଟିକର ଖାଦ୍ୟର ପ୍ରସାର ଏବଂ ପ୍ରଚାର ନିମନ୍ତେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଅଧୀନସ୍ଥ ଓଡ଼ିଶା ଜୀବିକା ମିଶନ ଆନୁକୂଲ୍ୟରେ ଚଳିତ ବର୍ଷ ୨୫୦୦ ଗ୍ରାମ ପଞ୍ଚାୟତରେ ସପ୍ତାହବ୍ୟାପୀ “ଓଡ଼ିଶା ପୁଷ୍ଟି ମହୋତ୍ସବ’ ଅନୁଷ୍ଠିତ ହୋଇଯାଇଛିା ରାଜ୍ୟବାସୀଙ୍କ ମଧ୍ୟରେ ମୋ ଉପକାରୀ ବଗିଚାର ପ୍ରଚାରପ୍ରସାର ଏବଂ ଉତ୍ତମ ସ୍ୱାସ୍ଥ୍ୟ ଓ ପୁଷ୍ଟି ସମ୍ବନ୍ଧୀୟ ସଚେତନତା ସୃଷ୍ଟି

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia