April 22, 2025

୬ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଗଞ୍ଜାମ ଚାଷୀଙ୍କୁ ୨୦୬ ଏକର ଜମି ଫେରାଇବେ ସରକାର

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି । ଯେଉଁଥିରେ ସାମିଲ ଅଛି ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଆଇନ, ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା, ଜଳ ସମ୍ପଦ ଏବଂ କାର୍ଯ୍ୟ ବିଭାଗ ସମ୍ବନ୍ଧୀୟ ୬ଟି ପ୍ରସ୍ତାବ । ଭେଟେରିନାରୀ ସର୍ଭିସ ରୁଲରେ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia