April 21, 2025

୮୯ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରୀଡ଼ାବିତ୍‌ଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ କ୍ରୀଡ଼ା ପ୍ରକଳ୍ପ ସମୂହର ଉଦ୍‌ଘାଟନ ଓ ଭତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ଆୟାଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସ୍ଥାନରେ ହେବାକୁ ଥିବା ୮୯ଟି ବହୁମୁଖୀ ଇନଡୋର ଷ୍ଟାଡିୟମର

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia