April 22, 2025

ଅକ୍ଷୟ ତୃତୀୟା ଭେଟି: ଆଜି ମିଳିବ କାଳିଆ ଟଙ୍କା, ଚାଷୀଙ୍କ ପାଇଁ ୯ଟି ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା । ୨୦୨୨ ଆର୍ଥିକ ବର୍ଷ ପାଇଁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ରାଶି ପ୍ରଦାନ କରିବେ ରାଜ୍ୟ ସରକାର । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କୁ ‘କାଳିଆ’ ଟଙ୍କା ପ୍ରଦାନ କରିବେ । ଏଥିସହ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia