April 28, 2025

ଅଧରପଣା କଣ ? କାହିଁକି ହୁଏ ଏହି ନୀତି ?

ପୁରୀ: ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଅଧରପଣା ଭୋଗ କରାଯାଇଥାଏ । ବାହୁଡ଼ା ଯାତ୍ରା ପରେ ସିଂହଦ୍ୱାର ତିନିରଥ ଉପରେ ସୁନାବେଶ ପରଦିନ ଅଧର ପଣା ନୀତି ହୋଇଥାଏ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia