April 23, 2025

ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର

ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ରାଜ୍ୟ ସରକାର । ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ସ୍କୁଲ ଗୁଡ଼ିକର ଛାତ୍ରଛାତ୍ରୀମାନେ ଏହି ବର୍ଦ୍ଧିତ ଷ୍ଟାଇପେଣ୍ଡର ସୁବିଧା ପାଇବେ । ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia