ପାଟନା : ନିଜ ବିବୃତ୍ତି ପାଇଁ ସର୍ବଦା ଚର୍ଚ୍ଚାରେ ରହୁଥିବା ଜେଡିୟୁ ବିଧାୟକ ଗୋପାଳ ମଣ୍ଡଳ ପୁଣି ଥରେ ସମାଲୋଚନାର ଶିକାର ହୋଇଛନ୍ତି । ରାଜେନ୍ଦ୍ରନଗରରୁ ନୂଆଦିଲ୍ଲୀ ଯାଉଥିବା ରାଜଧାନୀ ଏକ୍ସପ୍ରେସରେ ଅନ୍ତବସ୍ତ୍ର ପିନ୍ଧି ବୁଲିବା ପାଇଁ ସମାଲୋଚନାର ଶିକାର ହେବାକୁ ପଡ଼ିଛି । ବର୍ତ୍ତମାନ ଏହି ଘଟଣାକୁ ନେଇ ସେ ଦୁଃଖ ପ୍ରକାଶ କରିଛନ୍ତି ।
Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia
ଅନ୍ତବସ୍ତ୍ର ପିନ୍ଧି ଟ୍ରେନରେ ବୁଲିଲେ ଜେଡିୟୁ ବିଧାୟକ ଗୋପାଳ ମଣ୍ଡଳ

More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ