ଭୁବନେଶ୍ୱର: ସଦୃଶ୍ୟ ଲଘୁଚାପ କ୍ଷେତ୍ର ଘନିଭୂତ ହୋଇ ଅବପାତରେ ପରିଣତ । ଦକ୍ଷିଣ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଏହା ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତି ଜିଲ୍ଲା ଗୁଡ଼ିକରେ ଲାଗି ରହିଛି ବର୍ଷା । ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Ex-MARKFED official jailed for graft
Biz mela for women entrepreneurs
Gold buyers opt for affordable alternatives amid record prices on Akshaya Tritiya