April 30, 2025

ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ ,ବାଲେଶ୍ୱରର ପୂର୍ବ ଓ ଉତ୍ତର-ପୂର୍ବରେ ଅବପାତ

ଭୁବନେଶ୍ୱର: ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ଦିଘାର ଦକ୍ଷିଣ-ପୂର୍ବରେ ୧୦ କିମି ଦୂରରେ ରହିଛି । ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି । ୬ ଘଣ୍ଟା ମଧ୍ୟରେ ଉପକୂଳ ଅତିକ୍ରମ କରିବ । ଆଗାମୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia