April 20, 2025

ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ପରଲୋକ

ମୁମ୍ବାଇ: ବଲିଉଡ ଅଭିନେତା ସିଦ୍ଧାର୍ଥ ଶୁକ୍ଲାଙ୍କ ଦେହାନ୍ତ ହୋଇଯାଇଛି। ଗୁରୁବାର ମୁମ୍ବାଇର କପୁର୍ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ 40 ବର୍ଷ ବୟସ ହୋଇଥିଲା। କୁହାଯାଇଛି ଯେ, ସିଦ୍ଧାର୍ଥଙ୍କର ହୃଦଘାତ ହୋଇଛି, ପରେ ତାଙ୍କୁ ଡାକ୍ତରଖାନା ଅଣାଯିବାରୁ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ।
Source: Entertainment News in Odia (ମନୋରଞ୍ଜନ ସମାଚାର): Odia Film News, Celebrity Interviews,Upcoming Oriya Movie, Serial & Hit Songs Khabar – Oneindia Odia