April 20, 2025

ଅଷ୍ଟ୍ରେଲିଆର ହାଇକମିଶନରଙ୍କ ସହ କଥା ହେଲେ ଓଡିଶା ମୁଖ୍ୟମନ୍ତ୍ରୀ; ଭିତ୍ତିଭୂମି ବିକାଶ ପାଇଁ ହେଲା ଆଲୋଚନା

ଭୁବନେଶ୍ବର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓ (Barry O’Farrel AO)ଙ୍କ ସହିତ ଆଲୋଚନା କରି ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡିଶାର ଅଧିକ ସହଯୋଗ ସଂପର୍କରେ ଆଲୋଚନା କରିଛନ୍ତି। ବୈଠକରେ ଓଡିଶା ଯେପରି ଭାରତୀୟ ହକି ଦଳକୁ ପ୍ରୋତ୍ସାହନ ଦେଉଛି ଏବଂ
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia