ଆଉ ଏବେ ଖୋଲିବନି ହୀରାକୁଦ ଗେଟ୍

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର କମୁଛି। ହେଲେ ଲଘୁଚାପଜନିତ ବର୍ଷା ଆରମ୍ଭ ହୋଇଥିବାରୁ ୨ ଦିନ ଅବସ୍ଥାରେ ବେଶି ସୁଧାର ଆସିବନି। ଏହା ପରେ ଜଳସ୍ତର କମିବ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର । ୨୦ରୁ ୨୧ ଯାଏଁ ବର୍ଷା ହେବା ସମ୍ଭାବନା ଅଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia