April 22, 2025

ଆଜିଠାରୁ ଆହୁରି ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ ଦିନ ପ୍ରବଳ ବର୍ଷା । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ମୌସୁମୀ ସକ୍ରିୟ ଥିବା ଯୋଗୁ ବର୍ଷା ଲାଗିରହିବ । ୭୦ ମିଲିମିଟରରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ହୋଇପାରେ ବର୍ଷା । ବର୍ଷାକୁ ନେଇ ଅରେଞ୍ଜ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia