ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଲଗ୍ନ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟରେ ପ୍ରଭାବରେ ଆଜିଠୁ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗତପତି କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
Body of missing 11-year-old boy found in neighbour’s septic tank
2 major rivers heavily polluted: OSPCB study