ଆଜିଠୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି । କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା । ୪ରୁ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ଏପରି ସ୍ଥିତି । ଏନେଇ ଭୁବନେଶ୍ୱର ଆଞ୍ଚଳି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia