ଭୁବନେଶ୍ୱର: ଆଜି ବିଧାନସଭାରେ ଆଗତ ହେବ କାମଚଳା ବଜେଟ୍ । ଅପରାହ୍ଣରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ୍ ଉପସ୍ଥାପନ କରିବେ । କାମଚଳା ବଜେଟ ପରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ । ଅର୍ଥମନ୍ତ୍ରୀ ପ୍ରଥମେ ବାର୍ଷିକ ବଜେଟ ଆକଳନ ଉପସ୍ଥାପନ କରିବେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Shah, Sarangi console Prasant’s family; body flown to Delhi
Odia tourists scramble to leave Pahalgam
Last-minute change in travel plan saves family of 3 from Odisha