April 25, 2025

ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ :  ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ଆଡ଼ପ ମଣ୍ଡପ ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ହୋଇସାରିଛି । ଶ୍ରୀଜୀଉମାନେ ଗୋଟି ପହଣ୍ଡି ସାରିବା ପରେ ଜନ୍ମବେଦୀକୁ ଗମନ କରିବେ । ପ୍ରଥମେ ରାମକୃଷ୍ଣ ଓ ମଦନମୋହନଙ୍କ ଗୋଟି ପହଣ୍ଡି ଆରମ୍ଭ ହେବା ପରେ ତିନି ଠାକୁର ପହଣ୍ଡି କରି ଆଡ଼ପ ମଣ୍ଡପକୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia