April 28, 2025

ଆଜି ଦୁର୍ଲଭ ସୁନାବେଶ: ଜାଣନ୍ତୁ, କେଉଁ କେଉଁ ଅଳଙ୍କାରରେ ସଜ୍ଜିତ ହୁଅନ୍ତି ତିନି ଠାକୁର ?

ପୁରୀ: ଆଜି ଶ୍ରୀଜିଉଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧା ମୂରତି । ଆଷାଢ ମାସର ଶୁକ୍ଳ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିର ସମ୍ମୁଖରେ ବଡ଼ଠାକୁରଙ୍କ ୩ ରଥ ପହଞ୍ଚିବା ପରେ ମହାବାହୁଙ୍କ ସୁନାବେଶ ହୋଇଥାଏ। ବର୍ଷକୁ ୪ଥର ମହାପ୍ରଭୁଙ୍କର ସୁନାବେଶ ଧାରଣ କରନ୍ତି। କାର୍ତ୍ତିକ ପୂର୍ଣ୍ଣିମା, କୁମାର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia