ଭୁବନେଶ୍ୱର:ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡ଼ିଶା । କଳାହାଣ୍ତି ଠୁ ଆରମ୍ଭ କରି କୋରାପୁଟ ଯାକେ ସବୁଠି ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଉଛି ନୂଆଁଖାଇ । ମାନ ଅଭିମାନକୁ ଭୁଲି ସ୍ନେହ ଶ୍ରଦ୍ଧାରେ ଆଜି ସମସ୍ତେ ଏକତ୍ରିତ ହୋଇ ନୂଆ ଖାଇବା ସହ ଏହି ପର୍ବକୁ ପାଳନ କରୁଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
Girls outperform boys in BU Plus III final year exams
28 missing children reunited with families in Ganjam