April 22, 2025

ଆଜି ପୌର ନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନ

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ । ଶେଷ ଦିନରେ କମ୍ପୁଛି ରାଜଧାନୀ । ଶେଷ ଦିନରେ ଭୋଟରଙ୍କ ପାଖକୁ ଯାଇ ଭୋଟ ଭିକ୍ଷା କରୁଛନ୍ତି ଦଳୀୟ ପ୍ରାର୍ଥୀ । ଭୋଟରଙ୍କ ସମର୍ଥନ ପାଇଁ ମଇଦାନରେ କସରତ କରୁଛନ୍ତି ହେଭିଓ୍ବେଟ । ଜନ ସମର୍ଥନ ସାଉଁଟିବାକୁ ବିଭିନ୍ନ ମୁଦ୍ଦା ନେଇ ଲୋକଙ୍କ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia