April 20, 2025

ଆଜି ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ଲାଗି ସଂରକ୍ଷଣ ତାଲିକା

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ସଠିକ ସମୟରେ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ସେ କହିଛନ୍ତି, ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଉଛି। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ ସେ ନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଉଛି। ୱାର୍ଡ ମେମ୍ବର, ସରପଞ୍ଚ,

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia