ଭବୁନେଶ୍ୱର: ଆଜି ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ । ବିଜେଡି କାର୍ଯ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏହା ସହ ବ୍ଲକ ଓ ସହରାଞ୍ଚଳରେ ମଧ୍ୟ ପ୍ରତିଷ୍ଠା ଦିବସ ପାଳିତ ହେବ । କାର୍ଯ୍ୟକ୍ରମରେ ଦଳର ସମସ୍ତ ନିର୍ବାଚିତ ପ୍ରତିନିଧି, ଯୁବ, ଛାତ୍ର, ମହିଳା, ବରିଷ୍ଠ ସଦସ୍ୟ ଓ କର୍ମକର୍ତା ଯୋଗଦେବେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Lens on deteriorating water quality of Daya canal & Gangua nullah