April 21, 2025

ଆଜି ବି ଚାଲି ପାରିଲାନି ବିଧାନସଭା, ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନର ଆଜି (ଶନିବାର) ଥିଲା ଚତୁର୍ଥ ଦିନ । ଚତୁର୍ଥ ଦିନରେ ମଧ୍ୟ ଗୋଟିଏ ଘଣ୍ଟା ପର୍ଯ୍ୟନ୍ତ ଚାଲି ପାରିଲା ନାହିଁ ଗୃହକାର୍ଯ୍ୟ । ମମିତା ମେହେର ହତ୍ୟା ମାମଲାକୁ ନେଇ ମନ୍ତ୍ରୀଙ୍କ ବହିସ୍କାର ଦାବି କରୁଛନ୍ତି ବିରୋଧୀ । ଏହାରି ମଧ୍ୟରେ ଅପରାହ୍ଣ ଅଧିବେସନରେ ବିରୋଧୀ ହଟ୍ଟଗୋଳ କରିଛନ୍ତି । ଫଳରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia