April 21, 2025

ଆଜି ମହାପ୍ରଭୁଙ୍କ ବନକଲାଗି, 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥି । ଆଜିର ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ପ୍ରଭୁଙ୍କ ଏହି ନୀତି ପାଇଁ ଅପରାହ୍ନ 4ଟା ରୁ ସନ୍ଧ୍ୟା 8 ପର୍ଯ୍ୟନ୍ତ 4 ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଜଗନ୍ନାଥଙ୍କର ଏହା ଏକ ଗୁପ୍ତ ନୀତି, ଦ୍ବିପ୍ରହର ଧୂପ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia