ଆଜି ରାଜ୍ୟରେ ୧୦୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୨ ଜଣ ରହିଛନ୍ତି । {image-coronabg1-1643348507.jpg

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia