April 25, 2025

ଆଜି ରାଜ୍ୟରେ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୫୯୭ଟି ଆକ୍ଟିଭ୍ କେଶ ରହିଛି

ଭୁବନେଶ୍ୱର: ଗତ କାଲି ରାଜ୍ୟରେ ୧୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ୪୬ ଜଣ ସଂଙ୍ଗରୋଧ କେନ୍ଦ୍ରରୁ ୩୧ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଯାହା ମଧ୍ୟରେ ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia