April 22, 2025

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: ରବିବାର ପୂର୍ବାହ୍ନରେ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଏଥିରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍‌କୁ ମୋହର ମରାଯିବ। ଏହା ପରେ କ୍ୟାବିନେଟ୍‌ ବୈଠକ ବସି ବଜେଟ୍‌କୁ ମଞ୍ଜୁରୀ ମିଳିବ। ଏହି କ୍ୟାବିନେଟ ବୈଠକରେ ୨୭ଟି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia