April 23, 2025

ଆଜି ୪୦୦ ତଳେ ଦୈନିକ ସଂକ୍ରମଣ ରେଖା, ଆଉ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୩୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୬୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ରହିଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia