April 19, 2025

ଆଜି ୭୪୫ ଜଣ କରୋନା ପଜିଟିଭ, ୬ ମୃତ୍ୟୁ

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୭୪୫ ପଜିଟିଭ । ୧୮ ବର୍ଷରୁ କମ୍ ବୟସ୍କଙ୍କ ମଧ୍ୟରେ ୧୧୯ ଜଣ ପିଲା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ମାତ୍ର ୬ ଜଣଙ୍କ ଜୀବନ ନେଇଛି କିଲିର ଭାଇରସ । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୪୩୫ ଜଣ ଥିବା ବେଳେ, ଲୋକାଲ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia