ଭୁବନେଶ୍ବର: ଆମ ଆଦମୀ ପାର୍ଟି ଓଡ଼ିଶାର ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀ ଆଜି ଚନ୍ଦ୍ରଶେଖରପୁର ବିଏମସି କଲ୍ୟାଣମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଓଡ଼ିଶାର ପ୍ରତ୍ୟକ ଜିଲ୍ଲାରୁ ଆସିଥିବା ପ୍ରାୟ ଏକ ହଜାର ସକ୍ରିୟ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ ଏବଂ ପାର୍ଟିର “ମିଶନ ଓଡିଶା ” କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଶପଥ ନେଇଥିଲେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Over 500 dogs rescued by woman in 7 years
Woman strangles mother-in-law to death, detained
Kutra high school leads Sundargarh with stellar matric results