April 23, 2025

ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ

ଭୂବନେଶ୍ୱର : ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ହୋଇଛି। ପ୍ରତି ଜିଲ୍ଲାକୁ ସେମାନଙ୍କ ପ୍ରକଳ୍ପ ଆକଳନ ଅନୁସାରେ ଆବଶ୍ୟକୀୟ ପାଣ୍ଠି ଯୋଗାଇ ଦିଆଯାଇଛି। ସାର୍ବଜନୀନ ସ୍ୱାସ୍ଥ୍ୟସେବାରେ ଅଧିକ ଗୁଣାତ୍ମକ ବିକାଶ ପାଇଁ ରାଜ୍ୟସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଆମ ହସ୍ପିଟାଲ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହୋଇଛି। ଏହି କାମ ପାଇଁ ପୂର୍ତ୍ତିବିଭାଗ ପ୍ରମୁଖ ଶାସନ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia