ଭୁବନେଶ୍ୱର: ଆସନ୍ତାକାଲି (ଗୁରୁବାର)ରୁ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୨ ଓ ୨୩ରେ ବର୍ଷାର ପରିମାଣ ଆହୁରି ବଢ଼ିବ । ୨୪ ଯାଏ ରାଜ୍ୟରେ ଜାରି ରହିବ ବର୍ଷା । ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Security up at critical installations in Koraput
Flights to northern cities not affected by conflict
Bouncer injured after patron fires during altercation